ପୁଣି ବଢ଼ିଲା ପେଟ୍ରୋଲ ଡିଜେଲ ଦାମ, ଆଜି କେତେ ଅଛି ପେଟ୍ରୋଲ ଡିଜେଲ ଦର ଜାଣନ୍ତୁ

ଆଜି ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ ବଢ଼ିଛି। ଏଥିରେ ସାମାନ୍ୟ ପରିବର୍ତ୍ତନ ଆସିଥିବା ଲକ୍ଷ କରାଯାଇଛି । ଗତକାଲି ଅପେକ୍ଷା ଆଜି ତୈଳ ଦରରରେ କିଛିଟା ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ସାମାନ୍ୟ ବଢ଼ିଛି ପେଟ୍ରୋଲ ଡିଜେଲ ଦର। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ରହିଛି ୮୨ ଟଙ୍କା ୧୮ ପଇସା ରହିଥିବା ବେଳେ ସେହିପରି ଡିଜେଲ ଲିଟର ପିଛା ରହିଛି ୭୭ ଟଙ୍କା ୩୧ ପଇସା ରହିଥିବା ଜଣାଯାଇଛି ।

SMS ମାଧ୍ୟମରେ କେମିତି ଜାଣିବେ ଜାଣନ୍ତୁ:

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.