ବ୍ୟବସାୟ ଓ ଅର୍ଥନୀତି

କମିଛି ପେଟ୍ରୋଲ ଓ ଡିଜେଲ ଦାମ, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦର

ପେଟ୍ରୋଲ ଦରରେ ସେପରି କୌଣସି ପରିବର୍ତ୍ତନ ଆସିନାହିଁ । ଲଗାତର ତୈଳ ଦର ବୃଦ୍ଧି ରହିଥିବାବେଳେ ଆଜି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ ଘଟିଥିବା ଲକ୍ଷ କରାଯାଇଛି । । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୮୪ ଟଙ୍କା ୧୬ ପଇସାରେ ପହଁଚିଥିବା ବେଳେ ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୦ ଟଙ୍କା ୨୯ ପଇସା ଛୁଇଁଥିବା ଜଣାପଡ଼ିଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

KNews Bureau

Recent Posts

ଚେନ୍ନାଇରୁ ମୁମ୍ବାଇ ଯାଉଥିବା IndiGo ବିମାନକୁ ବୋମା ଧମକ, କ୍ରୁ ସଦସ୍ୟଙ୍କୁ ମିଳିଲା ଧମକପୂର୍ଣ୍ଣ ଚିଠି

ଇଣ୍ଡିଗୋ ବିମାନକୁ ପୁଣି ବୋମା ଧମକ । ଚେନ୍ନାଇରୁ ମୁମ୍ବାଇ ଯାଉଥିବା ଏକ ଇଣ୍ଡିଗୋ ବିମାନକୁ ବୋମାରେ ଉଡ଼ାଇ ଦେବାକୁ…

36 seconds ago

କଣ୍ଟାବାଞ୍ଜି: ମାଲବୋଝେଇ ଟ୍ରେନ ଲାଇନଚ୍ୟୁତ, ଟ୍ରାକ୍ ବାହାରକୁ ପଳାଇଲା ୪ଟି ବଗି

କଣ୍ଟାବାଞ୍ଜି(କେନ୍ୟୁଜ୍‌): goodଯାହାଫଳରେ ଏହି ଟ୍ରାକରେ ଟ୍ରେନ୍ ଚଳାଚଳ ବନ୍ଦ ହୋଇଥିଲା । ଖୋଦ ସମ୍ବଲପୁର ଡିଭିଜନ ଡିଆରଏମ ଓ ରେଳବାଇ…

1 min ago

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ଇଭିଏମ୍‌ ଏବଂ ଭିଭିପାଟ୍‌କୁ ପୋଖରୀରେ ଫିଙ୍ଗିଲେ ଲୋକ

ଆଜି ଲୋକସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟିଂ ଜାରି ରହିଛି । ଏହା ମଧ୍ୟରେ ପଶ୍ଚିମବଙ୍ଗରେ ପୁଣି ଦେଖିବାକୁ ମିଳିଛି…

21 mins ago

ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ : ସିଇଓ

ମହାକାଳପଡ଼ା(କେନ୍ୟୁଜ୍‌): ମହାକାଳପଡ଼ାରେ ୩୦ ବୁଥରେ EVM ଅଚଳ ଖବର ସମ୍ପୂର୍ଣ୍ଣ ମିଛ । ପ୍ରେସ୍ ମିଟରେ ସ୍ପଷ୍ଟ କଲେ ମୁଖ୍ୟ…

23 mins ago

ଯୁଦ୍ଧ ଶେଷ କରିବାର ସମୟ ଆସିଛି : ବାଇଡେନ

ଯୁଦ୍ଧ ଶେଷ କରିବାର ସମୟ ଆସିଛି । ଗାଜାରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରସ୍ତାବ ରଖିଛନ୍ତି ଆମେରିକା ରାଷ୍ଟ୍ରପତି…

36 mins ago

୫୬ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ନାଗପୁର, କେତେ ଡିଗ୍ରୀ ତାପମାତ୍ରା ସହ୍ୟ କରିପାରିବ ମଣିଷ ଶରୀର?

ଏଥର ଗରମ ସମସ୍ତ ରେକର୍ଡ ଭାଙ୍ଗିଦେଇଛି । ଚଳିତ ବର୍ଷ ସମଗ୍ର ଭାରତରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେଉଛି, ଏଥିଯୋଗୁଁ…

39 mins ago