ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ୍ ମୂଲ୍ଯର ତାଜା ଅପଡେଟ୍

ଆଜି ପେଟ୍ରୋଲ ଓ ଡିଜେଲ ଦର ଗତକାଲି ତୁଳନାରେ ସାମାନ୍ଯ ପରିବର୍ତ୍ତନ ଆସିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୪୫ ପଇସା ବୂଷୀ ପାଇ ୯୩ ଟଙ୍କା ୫୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୪୯ ଟଙ୍କା ବୃଦ୍ଧି ପାଇ ୯୦ ଟଙ୍କା ୯୮ ପଇସା ଅଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Pritiparna

Recent Posts

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

2 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

25 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

39 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

42 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

49 mins ago

ବାଟ ଛାଡ ଆମ ସାର୍‌ ଆସୁଛନ୍ତି, ଡିଜେ ବଜାଇ ନାଚି ନାଚି ସାରଙ୍କୁ ଘରେ ଛାଡି ଆସିଲେ ଛାତ୍ର

ସୁବର୍ଣ୍ଣପୁର (କେନ୍ୟୁଜ) : ବାଜୁଛି ଡିଜେ ଆଉ ଡିଜେର ତାଳେ ତାଳେ ନୃତ୍ୟ କରୁଛନ୍ତି ଯୁବକମାନେ । ସେପଟେ ସୁସଜ୍ଜିତ…

50 mins ago