ଆଜି ପେଟ୍ରୋଲ-ଡିଜେଲ ଦରରେସାମାନ୍ୟ ପରିବର୍ତ୍ତନ ହୋଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟର ପିଛା ୮୧ ଟଙ୍କା ୬୦ ପଇସା ଥିବା ଜଣାଯାଇଛି । କିନ୍ତୁ ସେପଟେ ଡିଜେଲ ଦରରେ ସେପରି କୌଣସି ପରିବର୍ତ୍ତନ ଆସିନାହିଁ | ଡିଜେଲ ମୂଲ୍ୟ ପ୍ରତି ଲିଟର ପିଛା ୭୬ ଟଙ୍କା ୬୮ ପଇସା ଥିବା ରେକର୍ଡ ହୋଇଛି।
ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…