ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜିର ଲିଟର ପିଛା ପେଟ୍ରୋଲ ଓ ଡିଜେଲ ଦାମ୍

ଦିନକୁ ଦିନ ମହଙ୍ଗା ହୋଇଚାଲିଛି ପେଟ୍ରୋଲ ଓ ଡିଜେଲ ଦରଦାମ୍। ସାଧାରଣ ପକେଟକୁ ଏହି ମହଙ୍ଗା ମାଡ ବେଶ ବାଧୁଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୮୬ ଟଙ୍କା ୯୮ପଇସା ରହିଛି। ସେହିପରି ଡିଜେଲ ଦାମ୍ ପ୍ରତି ଲିଟର ପିଛା ରହିଛି ୮୩ ଟଙ୍କା ୩୪ ପଇସା।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Pritiparna

Recent Posts

ଆଜିର ରାଶିଫଳ : ଏହି ରାଶି ଲୋକେ ଆଜି କ୍ୟାରିୟରକୁ ନେଇ ଖୁସି ଖବର ପାଇବେ

ମେଷ: ଆଜି ଆପଣଙ୍କର କିଛି ସମ୍ପର୍କୀୟଙ୍କ ସହିତ ଭେଟ ହୋଇପାରେ । ଧନ ମାମଲାରେ ଆଜିର ଦିନ କୁମ୍ଭ ରାଶି…

5 hours ago

ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜୁନ ୯ ରେ ଶପଥ ଉତ୍ସବ

ଜୁନ୯ ତାରିଖ ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି ।…

6 hours ago

ରାୟ ବାହାଦୁର ନନ୍ଦ କିଶୋର ଦାସଙ୍କ ୧୮୦ ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ, ଉନ୍ମୋଚିତ ହେଲା ଗଳ୍ପ ସଙ୍କଳନ “ଦେବା ବସନ୍ତ”

ଭୁବନେଶ୍ୱର : ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ରାୟ ବାହାଦୁର ନନ୍ଦ କିଶୋର ଦାସଙ୍କ ୧୮୦…

6 hours ago

ସରକାର ବଦଳିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ିନେଲେ

କେନ୍ୟୁଜ(ବ୍ୟୁରୋ) : ସରକାର ବଦଳିବା ପରେ ଶ୍ରୀମନ୍ଦିର ପରକ୍ରମା ପ୍ରକଳ୍ପରୁ ୫୦୦ ରୁ ଉର୍ଦ୍ଧ୍ୱ ଫୋକସ ଲାଇଟ କାଢ଼ି ନିଆଯାଇଥିବା…

7 hours ago

ମୁଁଗେଡି ଜଙ୍ଗଲରେ ଗୁଳିବିନିମୟ, ପୋଲିସ ଏନକାଉଣ୍ଟରରେ ୫ ମାଓବାଦୀ ନିହତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା  ମୁଁଗେଡି ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ୫…

8 hours ago

ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୫ ମୃତ, ୪ ଗୁରୁତର

ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ । ବଜ୍ରପାତରେ ୫ ଜଣଙ୍କ ଜୀବନ ଯାଇଛି । କରଞ୍ଜିଆର ମହୁଲଡିହା ଥାନା କୁଇଲିପାଳ…

9 hours ago