ବ୍ୟବସାୟ ଓ ଅର୍ଥନୀତି

ଏଠାରେ ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଆପଣ ଏଠାରେ ପାଇବେ ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ୯୧ ଟଙ୍କା ୨୮ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୮ ଟଙ୍କା ୧୩ ପଇସା ଅଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ଏଠି ଯୁବକ ବି ଚାଲୁଛନ୍ତି ବାଡି ଧରି, ଘାରିଛି ଅଜଣା ରୋଗ ଚିନ୍ତାରେ ଗାଁ ଲୋକେ

ରେଢାଖୋଲ (କେନ୍ୟୁଜ) : କିଏ ଖଟରେ ଶୋଇ ରହିଛି ତ, ଆଉ କିଏ ବାଡି ଧରି ନଇନଇ ଚାଲୁଛି ।…

4 mins ago

ଟି୨୦ ବିଶ୍ୱକପ : ପରାଜୟ ପରେ ବାବର ଆଜମ ବୁଝିପାରିଲେନି ଇଂଲିଶ ପ୍ରଶ୍ନ, ଜବାବ ଦେଲେ ଏମିତି

ଆଇସିସି ଟି୨୦ ବିଶ୍ୱକପରେ ପାକିସ୍ତାନ ଆମେରିକା ଠାରୁ ପରାଜୟ ପାଇଛି । ବିଶ୍ୱକପର ପ୍ରଥମ ମ୍ୟାଚରେ ପାକିସ୍ତାନକୁ  ସୁପର ଓଭରରେ…

16 mins ago

ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍, ୧୬ଜଣ ଗୁରୁତର ଆହତ

କଟକ : ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍ । କଟକ ସଦର ଥାନା ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା…

29 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଗୋଟିଏ ଦିନ ବନ୍ଦ ରହିବ ତେଲୁଗୁ ସିନେମା ଇଣ୍ଡଷ୍ଟ୍ରୀ, ହେବନି କୌଣସି ସୁଟିଂ

ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ପରଲୋକରେ ଆସନ୍ତାକାଲି ବନ୍ଦ ରହିବ ତେଲୁଗୁ ଇଣ୍ଡଷ୍ଟ୍ରୀ । ଆସନ୍ତାକାଲି ରାମୋଜୀ…

53 mins ago

ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ ଅଘଟଣ, ବୁଡ଼ିଯାଇ ଦୁଇ ଛାତ୍ର ମୃତ

କେନ୍ୟୁଜ(ବ୍ୟୁରୋ ) : ବ୍ରାହ୍ମଣୀ ନଦୀରେ ଗାଧୋଇବା ବେଳେ ଅଘଟଣ । ନଦୀରେ ବୁଡ଼ି ଦୁଇ ଛାତ୍ର ମୃତ ।…

1 hour ago

ଫ୍ୟାଟି ଲିଭର ଯୋଗୁ ଚିନ୍ତିତ କି ? ପ୍ରତିଦିନ ଏହି ଆୟୁର୍ବେଦିକ ଔଷଧ ଗ୍ରହଣ କରନ୍ତୁ ସମସ୍ୟାରୁ ମିଳିବ ମୁକ୍ତି

ଫ୍ୟାଟି ଲିଭର ଦୁଇ ପ୍ରକାରର ଅଛି, ପ୍ରଥମଟି ହେଉଛି ଆଲକୋହଲିକ୍‌ ଫ୍ୟାଟି ଲିଭର, ଯାହା ଅତ୍ୟଧିକ ମଦ୍ୟପାନ ହେତୁ ହୋଇଥାଏ…

1 hour ago