ବ୍ୟବସାୟ ଓ ଅର୍ଥନୀତି

ଆଜି କେତେ ଅଛି ପେଟ୍ରୋଲ ଡିଜେଲ ଦାମ୍‌ ଜାଣନ୍ତୁ

ଆଜି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଗତକାଲି ଅପେକ୍ଷା ଆଜି ତୈଳ ଦରରରେ କିଛିଟା ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ରହିଛି ୮୧ ଟଙ୍କା ୬୦ ପଇସା। ସେହିପରି ଡିଜେଲ ଲିଟର ପିଛା ରହିଛି ୭୬ ଟଙ୍କା ୬୮ ପଇସା।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Pritiparna

Recent Posts

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

6 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

14 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

18 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

22 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

36 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

49 mins ago