ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ଦାମ୍

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର। ଆଜି ପେଟ୍ରୋଲ ଓ ଡିଜେଲ ଦର କାଲି ତୁଳନାରେ ବୃଦ୍ଧି ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୨୯ ପଇସା ବଢ଼ି ୮୯ ଟଙ୍କା ୪୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୬ ଟଙ୍କା ୧୫ ପଇସାରେ ପହଁଚିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

2 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

2 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

3 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

3 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

3 hours ago

ଓଜନ କମ୍‌ କରିବା ସହ ହାଡ ସମସ୍ୟା ମଧ୍ୟ ଦୂର କରିବାରେ ସାହାଯ୍ୟ କରିବ ଅଳସୀ ମଞ୍ଜି, ଏହି ଉପାୟରେ କରନ୍ତୁ ବ୍ୟବହାର

ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…

5 hours ago