ବ୍ୟବସାୟ ଓ ଅର୍ଥନୀତି

ସାମାନ୍ଯ କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜି କେତେ ରହିଛି ଦାମ୍‌

ରେକର୍ଡ ସ୍ତରରେ ପେଟ୍ରୋଲ ଡିଜେଲ ଦର। ତେବେ ଏହାରି ଭିତରେ ଆଜି ମଧ୍ୟ ପେଟ୍ରୋଲ ଏବଂ ଡିଜେଲ ମୂଲ୍ଯରେ କିଛିଟା ପରିବର୍ତ୍ତନ ଆସିଛି। ସାମାନ୍ୟ କମିଛି ପେଟ୍ରୋଲ ଡିଜେଲ୍‌ ଦାମ୍‌। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୪ ଟଙ୍କା ୧୬ ପଇସା ରହିଛି। ଅନ୍ୟପଟେ ଡିଜେଲ୍ ଦର ଲିଟର ପିଛା ୮୦ ଟଙ୍କା ୨୯ ପଇସା ଥିବା ରେକର୍ଡ ହୋଇଛି।

SMS ମାଧ୍ୟମରେ ମଧ୍ୟ ଜାଣିପାରିବେ ଦାମ୍‌

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Pritiparna

Recent Posts

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

1 hour ago

ଜୟପୁର ସହରରୁ ଜବତ ହୋଇଛି ମାଳ ମାଳ ନକଲି ଗୁଟୁଖା ! ବ୍ୟବସାୟୀ କହୁଛନ୍ତି ‘ମୁଁ କିଛି ଜାଣିନି’

ଜୟପୁର(କେନ୍ୟୁଜ): ହୋଇଯାଆନ୍ତୁ ସାମଧାନ । ବିଡ଼ି, ସିଗାରେଟ, ଗୁଟୁଖା,ଖଇନି ଖାଉଥିଲେ ଚାଲିଯିବ ଜୀବନ । କାଳ ସାଜିପାରେ ଗୁଟୁଖା ଖାଇବା…

1 hour ago

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

2 hours ago

ପୁଣି ବଢିଲା ସୁନା ଦର, ଏବେ କିଣି ନିଅନ୍ତୁ ଆଗକୁ ଆହୁରି ବଢିବ!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

2 hours ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

3 hours ago