ବ୍ୟବସାୟ ଓ ଅର୍ଥନୀତି

ଏଠାରେ ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍

ତେଲ ଦାମରେ ଆଜି ସାମାନ୍ଯ ଧରଣର ହ୍ରାସ ଦେଖିବାକୁ ମିଳିଛି । ତେବେ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ସମାନ ରହିଛି। କହିବାକୁ ଗଲେ ୯୧ ଟଙ୍କା ୨୯ ପଇସାରେ ସ୍ଥିର ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୮ ଟଙ୍କା ୧୪ ପଇସା ଅଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ଆସିଲା ହାତୀ ଗଣନା ରିପୋର୍ଟ, ରାଜ୍ୟରେ ମୋଟ ୨୦୯୮ ହାତୀ

ଭୁବନେଶ୍ୱର(କେନ୍ୟୁଜ୍‌): ଆସିଲା ରାଜ୍ୟର ନିଜସ୍ଵ ହାତୀ ଗଣନା ରିପୋର୍ଟ । ୭ ବର୍ଷରେ ରାଜ୍ୟରେ ହାତୀ ସଂଖ୍ୟା ବଢ଼ିଛି ମାତ୍ର…

50 mins ago

ନବୀନ ନିବାସରେ ବିଜେଡିର ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ନିବାସରେ ବିଜେଡିର ବୈଠକ । ନବ ନିର୍ବାଚିତ ବିଜେଡି ବିଧାୟକଙ୍କ ନବୀନ ନିବାସରେ ଭିଡ଼ । ନବୀନ…

1 hour ago

ଏନଡିଏର ପୂର୍ଣ୍ଣ ସମର୍ଥନ, ପ୍ରଧାନମନ୍ତ୍ରୀ ହେବେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ନରେନ୍ଦ୍ର ମୋଦି ଆଗାମୀ ପ୍ରଧାନମନ୍ତ୍ରୀ । ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ଭାବେ ମୋଦିଙ୍କ ନାମରେ ମୋହର ବାଜିଛି…

2 hours ago

ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ ସବୁଠୁ ଦୀର୍ଘ ସମୟ ଧରି ଶାସନ କ୍ଷମତାରେ ରହିଲେ। ୨୪ ବର୍ଷ ୩ ମାସର ଲମ୍ବା ଶାସନ…

2 hours ago

ମଝି ରାସ୍ତାରେ ଯୁବକଙ୍କ ହରକତ୍‌ ଦେଖି ରାଗିକି ପାଚିଗଲା ହାତୀ, ତାପରେ କଣ କଲା ଦେଖନ୍ତୁ

ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି ଏକ ଛାତି ଥରା ଦୃଶ୍ୟ । ଯାହାକୁ ଯିଏ ଦେଖୁଛି ସେ ଡରିଯାଉଛି…

2 hours ago

ଗୋଟେ କି ଦୁଇଟି ଗାଡି ନୁହେଁ ଏକାଥରେ ୭ଟି ଗାଡି ଦେଇଛନ୍ତି ପରସ୍ପରକୁ ଧକ୍କା

କେନ୍ଦୁଝର (କେନ୍ୟୁଜ) : ରାସ୍ତା ଉପରେ ଏ ଚିତ୍ରକୁ ଯିଏ ଦେଖୁଥିଲା ଲୋମ ଟାଙ୍କୁରୀ ଯାଉଥିଲା ଭୟରେ । କେହି…

2 hours ago