ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢିଲା ଇନ୍ଧନ ଦର, ଜାଣନ୍ତୁ ଆଜି କେତେ ହେଲା ପେଟ୍ରୋଲ ଓ ଡିଜେଲ ଦାମ୍

ଆଜି ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ ବୃଦ୍ଧି ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବଢ଼ି ୮୫ ଟଙ୍କା ୮୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ସାମାନ୍ୟ ବଢ଼ି ୮୨ ଟଙ୍କା ୧୩ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ଭିଜିଲାନ୍ସ ହାତରେ ଆରଆଇ, ଲାଞ୍ଚ ନେବା ଅଭିଯୋଗରେ ଗିରଫ

ସମ୍ବଲପୁର: ପୂର୍ବରୁ ଧରାପଡିଥିଲେ, ପୁଣି ଧରା ହେଲେ । ଲାଞ୍ଚ ନେବା ଅଭିଯୋଗରେ ନାକଟିଦେଉଳ ବ୍ଲକ ଡଇଁଚା ପଞ୍ଚାୟତର ଆରଆଇ…

50 mins ago

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

1 hour ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

2 hours ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

2 hours ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

2 hours ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

2 hours ago