ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ ବଢିଲା ଓ ଡିଜେଲ ଦାମ୍ କମିଲା, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍

ଦିନକୁ ଦିନ ବଢିଚାଲି ସବୁ ଜିନିଷର ଦାମ୍। ତେଣୁ ଗ୍ରାହକ ପକେଟ ଉପରେ ଏହା ଦାଉ ସାଧୁଛି। ହୁ ହୁ ହୋଇ ବଢି ଚାଲିଛି ପେଟ୍ରୋଲ ଏବଂ ଡିଜେଲ ଦର। ପେଟ୍ରୋଲ ଓ ଡିଜେଲ ଦର କାଲି ତୁଳନାରେ ଆଜି ୪ ପଇସା କମିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୯୧ ଟଙ୍କା ୯୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୮ ଟଙ୍କା ୫୨ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

2 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

3 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

4 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

6 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

7 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

7 hours ago