ବ୍ୟବସାୟ ଓ ଅର୍ଥନୀତି

ଆଜି ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍

ପେଟ୍ରୋଲ ଓ ଡିଜେଲ ଦାମରେ ନିଆଁ ଲାଗିଛି। ପ୍ରତିଦିନ ହୁ ହୁ ବଢିଚାଲିଛି ତୈଳ ଦର।  ହୁ ହୁ ବଢିଚାଲିଛି ତୈଳ ଦର। ଦିନକୁ ଦିନ ଏହାର ଦାମ ବଢିଚାଲିଛି।  ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୨୯ ପଇସା ବଢି ୯୨ଟଙ୍କା ୧୯ ପଇସା ରହିଛି ସେହିପରି ଡିଜେଲ ଦାମ୍ ପ୍ରତି ଲିଟର ପିଛା ୨୮ ପଇସା ବଢ଼ି ୮୯ ଟଙ୍କା ୦୭ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ପହିଲି ରଜରେ ଅଘଟଣ, ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ

ସମ୍ବଲପୁର : ପହିଲି ରଜରେ ଅଘଟଣ । ମାଆ ଝିଅଙ୍କୁ ଛୁରୀରେ ଆକ୍ରମଣ । ସମ୍ବଲପୁର ଗୋପାଲମାଲ ଅଞ୍ଚଳରେ ଅଭାବନୀୟ…

14 mins ago

ଶୀଘ୍ର ମୋଟା ହେବ ପାଇଁ ଚାହୁଁଛନ୍ତି କି? ଡାଏଟରେ ସାମିଲ କରନ୍ତୁ ଏହି ମିଲ୍କସେକ୍

ଯଦି ଆପଣ ମଧ୍ୟ ଅଣ୍ଡରୱେଟ ଅଛନ୍ତି ତେବେ ଆପଣ ନିଶ୍ଚିତ ଭାବରେ ଏହିସବୁ ମିଲ୍କସେକ୍ ଆପଣଙ୍କ ଖାଦ୍ୟରେ ଅନ୍ତର୍ଭୁକ୍ତ କରିପାରିବେ…

37 mins ago

ଲୋକଙ୍କ ସମସ୍ୟାକୁ ବୁଝିବା ପାଇଁ କୋଅପରେଟିଭ୍‌ ହାଉସିଂ କଲୋନୀରେ ପହଁଚିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର (କେନ୍ୟୁଜ) : ଲୋକଙ୍କ ସମସ୍ୟା କଥା ବୁଝିବାକୁ ପହଁଚିଲେ ସାଧାରଣ ଜନତାଙ୍କ ପାଖରେ, ପହଁଚିଲେ ଭୁବନେଶ୍ୱର ସାଂସଦ ଅପରାଜିତା…

56 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଏପରି ଭାବେ ଡାଏଟ୍‌ରେ ସାମିଲ କରନ୍ତୁ ଭେଣ୍ଡି

ପନିପରିବା ମଧ୍ୟରେ ଭେଣ୍ଡିକୁ ଖାଇବା ପାଇଁ ଲୋକମାନେ ବହୁତ ପସନ୍ଦ କରନ୍ତି । କିନ୍ତୁ ଭେଣ୍ଡି ଖାଇବାର ସ୍ୱାସ୍ଥ୍ୟ ଉପକାରିତା…

59 mins ago

ଆତଙ୍କୀ ଟାର୍ଗେଟରେ ଅଯୋଧ୍ୟା ରାମ ମନ୍ଦିର, ଜୈସ-ଏ-ମହମ୍ମଦ ସଂଗଠନ ଦେଲା ବିସ୍ଫୋରଣ ଧମକ

ଭାରତରେ ଗତ କିଛିଦିନ ହେଲାଣି ଲଗାତାର ଆତଙ୍କବାଦୀ ଆକ୍ରମଣ ଘଟଣା ସାମ୍ନାକୁ ଆସୁଛି । ଗତ କିଛିଦିନରେ ଆତଙ୍କୀ ଭାରତର…

1 hour ago

ମୟୁରଭଞ୍ଜ ଜିଲ୍ଲାରେ ଆଦିବାସୀ ସଂସ୍କୃତି ଓ ରଜପର୍ବ ସମ୍ପୂର୍ଣ୍ଣ ନିଆରା

ଗାଁ ଠୁ ସହର ସମସ୍ତେ ବଡ଼ ଉତ୍ସାହର ସହ ପାଳୁଛନ୍ତି ରଜ । ପାନ ପିଠାରେ ମହକୁଛି ସାରା ସହର…

1 hour ago