ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍

ଆପଣ ଯଦି ପ୍ରତିଦିନର ତୈଳ ରେଟ୍ ବିଷୟରେ ଜାଣିବାକୁ ପାଉଛନ୍ତି, ତେବେ ଏହିଠାରେ ହିଁ ତୈଳ ଦରର ନୂଆ ଅପଡେଟ୍‌ ପାଇପାରିବେ।  ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୦୪ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ରହିଛି ୯୬ ଟଙ୍କା ୧୬ ପଇସା।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ମେସେଜ୍‌ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

You might also like