ବ୍ୟବସାୟ ଓ ଅର୍ଥନୀତି

ତାଜା ଅପଡେଟ : ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୩୦ ଟଙ୍କା ବୃଦ୍ଧି ପାଇ ୯୧ ଟଙ୍କା ୪୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୨୯ ପଇସା ବୃଦ୍ଧି ପାଇ ୮୮ ଟଙ୍କା ୨୬ ପଇସା ଅଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Pritiparna

Recent Posts

ଆଜିର ରାଶିଫଳ: କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ, ବ୍ୟବସାୟ ବିସ୍ତାର ହେବ

ମେଷ: ଆସନ୍ତାକାଲି ଏକ ଭଲ ଦିନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କୌଣସି ଶାରୀରିକ ଯନ୍ତ୍ରଣା ହେବ…

3 hours ago

ତୁଳସୀ ପାହାଡରେ ବିଏସଏଫ ଜବାନଙ୍କୁ ବଡ଼ ସଫଳତା, ମାଓ ଡ଼ମ୍ପିଙ୍ଗ ଠାବ

ମାଲକାନଗିରି : ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ BSF ଜବାନଙ୍କୁ ମିଳିଛି ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ କୁମ୍ବିଙ୍ଗ ଅପରେସନ…

4 hours ago

ପୋଖରୀରେ ବୁଡି ବୃଦ୍ଧ ମୃତ, ଗାଧୋଉଥିବା ସମୟରେ ପାଣିରେ ବୁଡି ଗଲେ

ଆନନ୍ଦପୁର : ପୋଖରୀରେ ବୁଡି ବୃଦ୍ଧ ମୃତ । ରାମଚନ୍ଦ୍ରପୁର ଥାନା ନର୍ଦା ଗାଁରେ ଦେଖିବାକୁ ମିଳିଛି ଏଭଳି ଅଘଟଣ…

5 hours ago

ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି

ଜଳେଶ୍ୱର : ଅଧା ବଗି ଛାଡ଼ି ଦୁଇ କିଲୋମିଟର ଚାଲିଗଲା ମାଲଗାଡ଼ି । ଦକ୍ଷିଣ-ପୂର୍ବ ରେଳ ପଥର ବାଲେଶ୍ବର ଜିଲ୍ଲା…

5 hours ago

ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଟିମ ବିଜେପି ଭେଟିଲେ ରାଜ୍ୟପାଳଙ୍କୁ, ସରକାର ଗଠନ ଦାବି କଲେ

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାରେ ସରକାର ଗଠନ କରିବାକୁ ବିଜେପି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି । ଆଜି ରାଜ୍ୟ…

6 hours ago

ଗରମ ସହି ନପାରି ପୋଖରୀକୁ ଗାଧୋଇବାକୁ ଯାଇଥିଲେ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଆନନ୍ଦପୁର(କେନ୍ୟୁଜ୍‌): ଅସହ୍ୟ କଲା ଗରମ ଗୁଳୁଗୁଳି । ପୋଖରୀକୁ ଗାଧୋଇବାକୁ ଯାଇଥିଲେ ବୃଦ୍ଧ । ଗୋଡ଼ ଖସିଗଲା ପାଣିରେ ବୁଡି…

6 hours ago