ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ଅଛି ଦାମ

ଆଜି ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ଦାମ ରହିଛି ୮୧ ଟଙ୍କା ୮୧ ପଇସା । ସେହିପରି ଡିଜେଲ ପ୍ରତି ଲିଟର ପିଛା ୭୭ ଟଙ୍କା ୦୬ ପଇସା ହୋଇଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ:

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

WCW 11

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

58 seconds ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

3 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

3 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

3 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

4 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

4 hours ago