ବ୍ୟବସାୟ ଓ ଅର୍ଥନୀତି

ଆଜିର ପେଟ୍ରୋଲ ଓ ଡିଜେଲ ଦର ଜାଣିବାକୁ ଚାହୁଁଛନ୍ତି, ତେବେ ଜାଣିରଖନ୍ତୁ ଏଠାରେ

ଓଡିଶା ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦାମ୍ ଲିଟର ପିଛା ଅତି ସାମାନ୍ୟ ହ୍ରାସ ହୋଇଥିବାରଲକ୍ଷ କରାଯାଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୦୧ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୫୮ ପଇସାରେ ପହଞ୍ଚିଥିବା ଲକ୍ଷ କରାଯାଇଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। କିନ୍ତୁ ଦେଶର ଅନ୍ୟାନ ସହର ମାନଙ୍କରେ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସମାନ ରହିଛି। ସେପରି କୌଣସି ପରିବର୍ତ୍ତନ ଲକ୍ଷ କରାଯାଇ ନାହିଁ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୩୫ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭ ଟଙ୍କା ୨୮ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Barsha

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

13 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

32 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

40 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

56 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago