ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ୱରରେ କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍

ଆଜି ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ କମିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୬ ପଇସା କମି ଲିଟର ପିଛା ଅଛି ଦାମ ରହିଛି ୮୧ ଟଙ୍କା ୪୪ ପଇସା । ସେହିପରି ଡିଜେଲ ପ୍ରତି ଲିଟର ପିଛା ୭୬ ଟଙ୍କା ୫୨ ପଇସା ହୋଇଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

WCW 11

Recent Posts

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି ଦୁର୍ଘଟଣା ପରେ ସିଆଲଦା ଷ୍ଟେସନରେ ପହଞ୍ଚିଲା କାଞ୍ଚନଜଙ୍ଗା ଏକ୍ସପ୍ରେସ, ବସ୍‌ ମାଧ୍ୟମରେ ଘରକୁ ଗଲେ ଯାତ୍ରୀ

ପଶ୍ଚିମବଙ୍ଗ ଦାର୍ଜିଲିଂରେ ମାଲବାହୀ ଟ୍ରେନ୍ ଧକ୍କାରେ ଦୁର୍ଘଟଣାର ଶିକାର ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଆଲଦା ଷ୍ଟେସନରେ ପହଞ୍ଚିଛି । ଦୁର୍ଘଟଣାର…

3 mins ago

୫ବର୍ଷ ହେଲା ଅବଧି ସରିଲାଣି, ଅଧାରେ ଅଟକିଛି ବ୍ରହ୍ମବରଦା-କାକୁଡିକୁଦକୁ ସଂଯୋଗ କରୁଥିବା ସେତୁ ନିର୍ମାଣ କାର୍ଯ୍ୟ

ଯାଜପୁର(କେନ୍ୟୁଜ): ଗମନାଗମନ ସୁବିଧା ପାଇଁ ସରକାର ବିଜୁ ସେତୁ ଯୋଜନା ଆରମ୍ଭ କରିଥିଲେ । ଗ୍ରାମାଂଚଳର ଲୋକେ ଯେପରି ଏହି…

10 mins ago

୩ ଥାକିଆ ସୁରକ୍ଷା ବଳୟ ଭିତରେ ବିଧାନସଭା, କେବଳ ପାସ୍ ଧାରୀ ଗୃହ ମଧ୍ୟକୁ କରି ପାରିବେ ପ୍ରବେଶ

ଭୁବନେଶ୍ୱର (କେନ୍ୟୁଜ); ବିଧାୟକଙ୍କ ଶପଥ ଗ୍ରହଣ ଲାଗି ସୁରକ୍ଷା କଡ଼ାକଡ଼ି । ଆଜି ଓ ଆସନ୍ତାକାଲି ଶପଥ ନେବେ ନବନିର୍ବାଚିତ…

35 mins ago

ଭୂସ୍ଖଳନ ଯୋଗୁ ସିକ୍କିମରେ ଫସି ରହିଛନ୍ତି ଓଡିଆ ପରିବାର

ସୁବର୍ଣ୍ଣପୁର(କେନ୍ୟୁଜ): ସିକ୍କିମ ବୁଲିବାକୁ ଯାଇ ସେଠାରେ ଫସି ରହିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାର ଗୋଟିଏ ପରିବାର । ସିକ୍କିମର ରାଜଧାନୀ ଗ୍ୟାଙ୍ଗଟକରୁ…

50 mins ago

ବରଗଡ଼ରେ ଅଘଟଣ: ଶୋଇଥିବାବେଳେ ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲା ହାତୀ

ବରଗଡ଼ (କେନ୍ୟୁଜ): ପୁଣି ହାତୀ ଉପଦ୍ରବ  । ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲେ ୩ଟିକିଆ ହାତୀପଲ ।  ରାତିରେ…

1 hour ago

ହୁ ହୁ ହୋଇ ବଢୁଛି ପରିବା ଦର : ଆଳୁ କିଲୋ ୩୫ , ପିଆଜ କିଲୋ ୪୫ରୁ ୫୦

ଭୁବନେଶ୍ୱର (କେନ୍ୟୁଜ): ମହଙ୍ଗା ମାଡ଼ରେ ଖାଉଟି ବେହାଲ ।  ହୁ ହୁ ହୋଇ ବଢୁଛି ଆଳୁ- ପିଆଜ ସାଙ୍ଗକୁ ପରିବା…

1 hour ago