ବ୍ୟବସାୟ ଓ ଅର୍ଥନୀତି

ଆଜିର ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ ବଢିଛି ନା କମିଛି

ସୁନା ରୂପା ପରି ପେଟ୍ରୋଲ ଓ ଡିଜେଲ୍ ମୂଲ୍ୟରେ ମଧ୍ୟ ପରିବର୍ତ୍ତନ ହୋଇଥାଏ। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୧୯ ପଇସା ଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସାରେ ପହଞ୍ଚିଛି ।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର କମିଛି। କିଛି ସହରରେ ପରିବର୍ତ୍ତନ ହୋଇଛି ଏହାର ମୂଲ୍ୟ। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି।

ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି। ବାଙ୍ଗାଲୋରରେ ୧୦୧.୯୪ ରହିଛି ପେଟ୍ରୋଲ ଦାମ୍ ଯେବେକି ଡିଜେଲ୍ ମୂଲ୍ୟ ରହିଛି ୮୭ ଟଙ୍କା ୮୯ ପଇସା।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Barsha

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

14 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

26 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

36 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

39 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago