ବ୍ୟବସାୟ ଓ ଅର୍ଥନୀତି

ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ଆଜି ପେଟ୍ରୋଲ ଓ ଡିଜେଲ ଦର କାଲି ତୁଳନାରେ ବୃଦ୍ଧି ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୩ ପଇସା ବଢ଼ି ୮୫ ଟଙ୍କା ୩୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୨ ପଇସା ବଢ଼ି ୮୧ ଟଙ୍କା ୫୮ ପଇସା ହୋଇଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

WCW 11

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

5 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

16 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

45 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago