ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି କେତେ ଅଛି ପେଟ୍ରୋଲ ଓ ଡିଜେଲ ଦର

ବର୍ତ୍ତମାନ ସୁଦ୍ଧା ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର । ଗତକାଲି ପରି ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୮୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୬ ଟଙ୍କା ୪୫ ପଇସା ଅଛି । ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଜୁଆଣି ଖାଇବାର ଉପକାରିତା, ୟୁରିକ୍‌ ଏସିଡ୍‌ ଏବଂ କୋଷ୍ଠକାଠିନ୍ୟ ଭଳି ସମସ୍ୟାରୁ ମିଳିବ ମୁକ୍ତି

ଆଜିର ପରିବର୍ତ୍ତିତ ଲାଇଫ୍‌ ଷ୍ଟାଇଲ୍‌ରେ, ଯୁବକ ଠାରୁ ମଧ୍ୟମ ବୟସ୍କର ଲୋକ ସମସ୍ତେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି…

2 mins ago

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

10 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

23 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

29 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

59 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago