ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ଅଛି ପେଟ୍ରୋଲ ଦର

ଗାଡିରେ ତେଲ ପକାଇବା ପୂର୍ବରୁ ନଜର ପକାନ୍ତୁ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।
ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୫୮ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

2 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

5 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

17 mins ago

ବିହାର: ପାଟନା ବିମାନବନ୍ଦରକୁ ମିଳିଲା ବୋମା ବିସ୍ଫୋରଣ ଧମକ, ଏୟାରପୋର୍ଟରେ ଥରିଲେ ଯାତ୍ରୀ

ବିହାରର ପାଟନା ଏୟାରପୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ମିଳିଛି, ଯାହାକୁ…

36 mins ago

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

39 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

46 mins ago