ବ୍ୟବସାୟ ଓ ଅର୍ଥନୀତି

ତାଜା ଅପଡେଟ, ଆଜି ସାମାନ୍ୟ ବଢିଛି ପେଟ୍ରୋଲ ଓ ଡିଜେଲ ଦର

ଗାଡି ଟାଙ୍କିରେ ତେଲ ପକାଇବା ପୂର୍ବରୁ ପ୍ରଥମେ ନଜର ପକାନ୍ତୁ କେତେ ରହିଛି ଆଜିର ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୮ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୫ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଆସୁଛି ଓଡ଼ିଶାର ଲୋକପ୍ରିୟ ପର୍ବ ରଜ, ଗାଁ ଗହଳିରେ ଚାଲିଛି ଜୋରଦାର ପ୍ରସ୍ତୁତି

ଆସୁଛି ଓଡ଼ିଶାର ଲୋକପ୍ରିୟ ପର୍ବ ରଜ । ରଜ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କେନ୍ଦୁଝର ଜିଲ୍ଲାରେ ରଜକୁ…

56 mins ago

ଜମ୍ମୁ-କାଶ୍ମୀର: କଠୁଆ ଏନ୍‌କାଉଣ୍ଟରରେ ଆଉ ଜଣେ ଆତଙ୍କୀ ସଫା, ବ୍ୟାଗ୍‌ରୁ ମିଳିଲା ପାକିସ୍ତାନୀ ଚକୋଲେଟ୍‌

ଜମ୍ମୁ-କାଶ୍ମୀରର କଠୁଆରେ ପୁଣି ଜଣେ ଆତଙ୍କୀ ସଫା । ଏଠାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି…

1 hour ago

ଭାରତ ଠାରୁ ପାକିସ୍ତାନ ମ୍ୟାଚ ହାରିବା ପରେ ଲୋକଙ୍କ କମେଣ୍ଟ ନେଉଥିଲେ ୟୁଟ୍ୟୁବର, ରାଗରେ ଗୁଳି କରିଦେଲେ ସିକ୍ୟୁରିଟି ଗାର୍ଡ

ଭାରତ-ପାକିସ୍ତାନ ମଧରେ ଜୁନ୍‌ ୯ ତାରିଖ ନ୍ୟୁୟର୍କରେ ଟି୨୦ ବିଶ୍ୱକପ ମ୍ୟାଚ ଖେଳାଯାଇଥିଲା । ଭାରତ ଏହି ମ୍ୟାଚକୁ ୬…

1 hour ago

ପଶ୍ଚିମବଙ୍ଗରେ ୪ ବର୍ଷର ଝିଅକୁ ବାର୍ଡ ଫ୍ଲୁ, ସତର୍କ କଲା WHO

ବିଶ୍ୱର ଅନେକ ଦେଶରେ ବାର୍ଡ ଫ୍ଲୁ ମାମଲା ବଢ଼ି ଚାଲିଛି । ଆମେରିକାରୁ ନେଇ ୟୁରୋପ ପର୍ଯ୍ୟନ୍ତ ସବୁଠି ଏହି…

2 hours ago

ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି, ମିଳିଲା ନିୟମିତ ଜାମିନ

ଖୋର୍ଦ୍ଧା (କେନ୍ୟୁଜ): ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିୟମିତ ଜାମିନ । ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ବସ୍ତି ।…

2 hours ago

ରାଣୀ ଭଳି ସଜେଇ ହୋଇ ଶାଶୁଘର ଯାଇଥିଲେ, ୪ ମାସ ପରେ ମିଳିଲା ମୃତଦେହ

ବଣାଇ (କେନ୍ୟୁଜ) : ଆଖିରେ ଆଖି ଏ ସ୍ୱପ୍ନ ଧରି ବଧୂ ବେଶରେ ସଜେଇ ହେଇଥିଲା । ସବୁର ଝିଅଙ୍କ…

2 hours ago