ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ଲିଟର ପ୍ରତି କେତେ ରହିଛି ପେଟ୍ରୋଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୯ ପଇସା କମି ୯୬ ଟଙ୍କା ୫୫ ପଇସା ଅଛି । ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

9 hours ago

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…

10 hours ago

ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

11 hours ago