ବ୍ୟବସାୟ ଓ ଅର୍ଥନୀତି

କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ ଅଛି ଦାମ୍

ନଜର ପକାନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୫୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

11 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

17 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

31 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago