ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ, କେତେ ଅଛି ଜାଣନ୍ତୁ

କେନ୍ୟୁଜ୍(ବ୍ୟୁରୋ): ଏଠାରେ ନଜର ପକାନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦାମ୍। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

14 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

24 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

33 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

49 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

58 mins ago

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

1 hour ago