ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢ଼ିଲା ପେଟ୍ରୋଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ଆଜି ପେଟ୍ରୋଲ ଓ ଡିଜେଲ ଦର କାଲି ତୁଳନାରେ ବୃଦ୍ଧି ପାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ସାମାନ୍ଯ ବଢ଼ି କମି ୮୬ ଟଙ୍କା ୩୮ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା  ୮୨ ଟଙ୍କା ୬୮ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Sonalisa

Recent Posts

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

29 mins ago

ଦିନ ଗୋଟାଏ ସୁଦ୍ଧା ରାଜ୍ୟରେ ହାରାହାରି ୩୭.୬୪% ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ…

41 mins ago

ଝାଡ଼ଖଣ୍ଡ: ମାଛ ବୋଝେଇ ଗାଡ଼ି ଓଲଟିଲା, ରାସ୍ତାରୁ ଥାଇ ମାଗୁର ବୋହିନେଲେ ସ୍ଥାନୀୟ ଲୋକେ

ଝାଡ଼ଖଣ୍ଡର ଧନବାଦରେ ଏକ ମାଛ ବୋଝେଇ ଗାଡ଼ି ଦୁର୍ଘଟଣାର ଶିକାର ହୋଇଛି । ଏଠାରେ ରାସ୍ତାରେ ଯାଉଥିବା ବେଳେ ଗାଡ଼ିଟି…

44 mins ago

ଦିନ ୧୦ଟାରୁ ୩ଟା ଯାଏ ପ୍ରଚଣ୍ଡ ଖରାରେ ଘରୁ ନ ବାହାରିବାକୁ ଅପିଲ୍

ଭୁବନେଶ୍ୱର(କେନ୍ୟୁଜ୍‌) : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗତ…

54 mins ago

ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକରେ ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ଶିକ୍ଷୟତ୍ରୀ

ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…

1 hour ago

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟର କାରଣ ପାଇଁ ପୋଷ୍ଟମୋର୍ଟମ ରିପୋର୍ଟକୁ ଅପେକ୍ଷା କରିବାକୁ ପଡ଼ିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (କେନ୍ୟୁଜ୍‌): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…

2 hours ago