ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ରାଜ୍ୟର ପେଟ୍ରୋଲ-ଡିଜେଲ ଦରର ତାଜା ଅପଡେଟ

ଆଜି ସ୍ଥିର ରହିଛିି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୬୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ବଢ଼ି ୯୭ ଟଙ୍କା ୯୫ ପଇସା ରହିଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

D Sonali

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

4 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

6 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

41 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

52 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago