Below header

ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ-ଡିଜେଲ ଦାମ୍

ସ୍ଥିର ଅଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୮୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୭ ଟଙ୍କା ୪୪ ପଇସା ଅଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.