ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୫୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୩୮ ପଇସା ବଢି ୯୮ ଟଙ୍କା ୦୫ ପଇସା ଅଛି । ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।
ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…