ଆଜିର ପେଟ୍ରୋଲ ଦର, ତେଲ ଭରିବା ପୂର୍ବରୁ ଜାଣନ୍ତୁ ରେଟ୍
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୦୩ ପଇସା ଓ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୩୩ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୨୭ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।