ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ ପରିବର୍ତ୍ତନ ହେଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଲିଟର ପ୍ରତି କେତେ ରହିଛି ଦାମ୍

ଗତକାଲି ତୁଳନାରେ ରାଜଧାନୀରେ ସାମାନ୍ୟ କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୦ ଟଙ୍କା ୦୬ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୭ ଟଙ୍କା ୫୭ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଷଷ୍ଠ ଥର ନବୀନ ସରକାର, ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ ବହୁମତ

ଭୁବନେଶ୍ୱର : ଷଷ୍ଠ ଥର ନବୀନ ସରକାର । ଓଡ଼ିଶା ଗଣମାଧ୍ୟମ ସକାଳ ଓ ପ୍ରଗତିବାଦୀର ସର୍ଭେରେ ବିଜେଡିକୁ ସ୍ପଷ୍ଟ…

17 mins ago

ଜୁନ ୨୦ରେ ଲଞ୍ଚ ହେବାକୁ ଯାଉଛି Realme GT 6, ଡିଜାଇନ୍ ଦେଖିଲେ କହିବେ ‘Wow’

ଗତ ମାସରେ ଭାରତରେ Realme GT 6T ଲଞ୍ଚ କରାଯାଇଥିଲା । ରିୟଲମି ଚଳିତ ମାସରେ ଜିଟି ସିରିଜର ଆଉ…

30 mins ago

ଗାଁର ଚାରି ଆଡେ଼ ଘେରି ରହିଛି ନାଳ, ବର୍ଷା ଦିନେ ଜଳବନ୍ଦୀ ଜୀବନ କାଟନ୍ତି ଏହି ଗ୍ରାମବାସୀ

ସୁନ୍ଦରଗଡ(କେନ୍ୟୁଜ୍): ଭାରତ ସ୍ୱାଧୀନତାକୁ ବିତି ସାରିଲାଣି ୭୪ବର୍ଷ । ଏହି ୭୪ ବର୍ଷରେ ଆସିଛନ୍ତି ଅନେକ ସରକାର । କରିଛନ୍ତି…

32 mins ago

ପ୍ୟାରିସରୁ ମୁମ୍ବାଇ ଆସୁଥିବା ବିମାନରେ ବୋମା ଆତଙ୍କ, ଜରୁରୀକାଳୀନ ଅବତରଣ କଲା ଭିସ୍ତାରା ବିମାନ

ପ୍ୟାରିସରୁ ମୁମ୍ବାଇ ଆସୁଥିବା ଭିସ୍ତାରା ବିମାନରେ ବୋମା ଆତଙ୍କ । ଏହି ଖବର ପ୍ରସାରିତ ହେବା ପରେ ଆତଙ୍କ ସୃଷ୍ଟି…

32 mins ago

ଫ୍ୟାନକୁ ଡେଟ୍ କରିବାକୁ ଚାହୁଁଛନ୍ତି କାର୍ତ୍ତିକ ଆର୍ଯ୍ୟନ୍! ଫିମେଲ୍ ଫ୍ୟାନ୍ସଙ୍କର ଲାଗିଲା ଲଟେରୀ

କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…

1 hour ago

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

1 hour ago