ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର

ଆଜି ଓଡିଶା ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ ବୃଦ୍ଧି ଘଟିଥିବା ଲକ୍ଷ କରାଯାଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲିର ମୂଲ୍ୟଠାରୁ ଅଳ୍ପ ବଢିଛି । ଗତକାଲି ତୁଳନାରେ ଆଜି ଲିଟର ପିଛା ପେଟ୍ରୋଲ ଦାମ ରହିଛି ୮୧ ଟଙ୍କା ୭୪  ପଇସା ଛୁଇଁଛି । ସେହିପରି ଡିଜେଲ ପ୍ରତି ଲିଟର ପିଛା ୭୬ ଟଙ୍କା ୫୨ ପଇସାରେ ପହଞ୍ଚିଛି । କିଛି ଦିନ ହେବ ଏହା ମଧ୍ୟ ଲକ୍ଷ କରାଯାଉଛିକି ଗଲା କିଛି ଦିନ ହେବ ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଉଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

2 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

5 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

6 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

8 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

8 hours ago