ବ୍ୟବସାୟ ଓ ଅର୍ଥନୀତି

ପୁଣି କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଲିଟର ପ୍ରତି ଦାମ

ଆଜି ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ କମିଥିବା ନେଇ ରେକର୍ଡ ହୋଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ପରି ୧୧ ପଇସା କମି ଲିଟର ପିଛା ଅଛି ଦାମ ରହିଛି ୮୧ ଟଙ୍କା ୪୯ ପଇସାରେ ପହଁଚିଥିବା ନେଇ ରେକର୍ଡ ହୋଇଛି । ସେହିପରି ଡିଜେଲ ପ୍ରତି ଲିଟର ପିଛା ୨୦ ପଇସା କମି ୭୬ ଟଙ୍କା ୫୭ ପଇସାରେ ଛୁଇଁଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ:

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ ।…

4 hours ago

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

6 hours ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

6 hours ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

8 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

8 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

9 hours ago