ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ

ଆଜି ପେଟ୍ରୋଲ ମୂଲ୍ୟରେ ଅତି ସାମାନ୍ୟ ପରିବର୍ତ୍ତନ ଆସିଥିବା ଦେଖାଦେଇଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଲିଟର ପିଛା ୬୨ ପଇସା ବୃଦ୍ଧି ଘଟି ୮୨ ଟଙ୍କା ୦୬ ପଇସା ରହିଥିବା ଜଣାଯାଇଛି । କିନ୍ତୁ ସେପଟେ ଡିଜେଲ ଦରରେ ସେପରି କୌଣସି ପରିବର୍ତ୍ତନ ଆସିନାହିଁ । ଡିଜେଲ ମୂଲ୍ୟ ପ୍ରତି ଲିଟର ପିଛା ୬୦ ପଇସା ବଢି ୭୭ ଟଙ୍କା ୧୨ ପଇସା ଛୁଇଁଥିବା ରେକର୍ଡ ହୋଇଛି।

କେମିତି ଜାଣିବେ ଜାଣନ୍ତୁ: 

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଝଗଝ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.