ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ ବଢିଲା ପେଟ୍ରୋଲ ଡିଜେଲ୍‌ ଦର, ଜାଣନ୍ତୁ କ’ଣ ରହିଛି ଆଜିର ଦାମ୍‌

ଆଜି ଭାରତୀୟ ବଜାରରେ ସାମାନ୍ୟ ବୃଦ୍ଧି ପାଇଛି ପେଟ୍ରୋଲ ଓ ଡିଜେଲ ଦାମ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୮୩ ଟଙ୍କା ୨୮ ପଇସା ରହିଛି। ସେହିଭଳି ଡିଜେଲ୍‌ ଦର ଲିଟର ପିଛା ୭୯ ଟଙ୍କା ୧୨ ପଇସା ଥିବା ରେକର୍ଡ ହୋଇଛି।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ ଜ୍ଝ ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…

3 hours ago

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…

4 hours ago

ଫେସବୁକ ପ୍ରେମର କରୁଣ ପରିଣତି, ପ୍ରେମିକାର ଗଳା କାଟିବା ପରେ ନିଜ ଗଳା କାଟି ଜୀବନ ହାରିଲେ ପ୍ରେମିକ

ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…

4 hours ago

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

5 hours ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

5 hours ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

6 hours ago