ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ପେଟ୍ରୋଲ-ଡିଜେଲ ଦାମ୍‌

ସରକାରୀ ତୈଳ କମ୍ପାନୀଙ୍କ ଦ୍ୱାରା ଆଜି ପେଟ୍ରୋଲ ଡିଜେଲ ଦର ସ୍ଥିର ରହିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୮୧.୦୨ ଟଙ୍କା ପ୍ରତି ଲିଟର ରହିଥିବାବେଳେ ଡିଜେଲ ପ୍ରତି ଲିଟର ପିଛା ରହିଛି ୮୦.୦୨ ଟ ଙ୍କା। ସେହିପରି ଦିଲ୍ଲୀ, ମୁମ୍ବାଇ ଏବଂ ଚେନ୍ନାଇ ଏବଂ କୋଲକାତାରେ ପେଟ୍ରୋଲ ଏବଂ ଡିଜେଲ ଦାମ ପୂର୍ବଭଳି ରହିଛି ଅର୍ଥାତ କୌଣସି ପରିବର୍ତ୍ତନ ହୋଇନାହିଁ। ଯଦିଓ ୩୦ ଜୁଲାଇରେ ଦିଲ୍ଲୀ ସରକାର ଡିଜେଲ ଦାମରେ ୮ ଟଙ୍କା ୩୬ ପଇସା ହ୍ରାସ କରିଥିଲେ। ଯାହାପରେ ଦିଲ୍ଲୀରେ ଡିଜେଲର ଦାମ ବଜାରରେ ରହିଛି ୭୩.୫୬ ଟଙ୍କା ପ୍ରତି ଲିଟର ହୋଇଯାଇଥିଲା।

ଆଜି ଦିଲ୍ଲୀରେ ପେଟ୍ରୋଲର ଦାମ ୮୦.୪୩ ଟଙ୍କା ପ୍ରତି ଲିଟର ରହିଛି। ସେହିପରି ଡିଜେଲର ଦାମ ୭୩.୫୬ ଟଙ୍କା ପ୍ରତି ଲିଟର ରହିଛି। ସେହିପରି ଡିଜେଲର ଦାମ ରହିଛି ୭୩.୫୬ ଟଙ୍କା ପ୍ରତି ଲିଟର ରହିଛି। ଆଇଓସିଏଲ ୱେବସାଇଟ ଅନୁଯାୟୀ କୋଲକାତା, ମୁମ୍ବାଇ ଏବଂ ଚେନ୍ନାଇରେ ଏକ ଲିଟର ପେଟ୍ରୋଲର ଦାମ କ୍ରମଶଃ ୮୨.୧୦, ୮୭.୧୯ ଏବଂ ୮୩ .୬୩ ଟଙ୍କା ପ୍ରତି ଲିଟର ରହିଛି। ଡିଜେଲ ବିଷୟରେ କହିବା ତ ଏହି ମହାନଗରରେ ଏହାର ଦାମ କ୍ରମଶଃ ୭୭.୦୪, ୮୦.୧୧ ଏବଂ ୭୮.୮୬ ଟଙ୍କା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ ଏସଏମଏସ ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

Pritiparna

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

3 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

5 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

11 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

20 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

20 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

38 mins ago