ବ୍ୟବସାୟ ଓ ଅର୍ଥନୀତି

ଆଜିର ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ ରହିଛି ଆପଣଙ୍କ ସହରରେ ଦାମ୍

ଗତକାଲି ତୁଳନାରେ ପୁଣି ସାମାନ୍ଯ କମିଛି ପେଟ୍ରୋଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୮୫ ଟଙ୍କା ୩୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୮୧ ଟଙ୍କା ୫୮ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Swagatika

Recent Posts

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

24 mins ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

27 mins ago

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

49 mins ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

53 mins ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

1 hour ago

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

2 hours ago