ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି ରାଜ୍ୟର ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ

ଭୁବନେଶ୍ୱର(କେ ନ୍ୟୁଜ): ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବଢ଼ି ୯୮ ଟଙ୍କା ୮୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ବଢ଼ି ୯୬ ଟଙ୍କା ୫୪ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

2 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

3 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

7 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

29 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

37 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

44 mins ago