ବ୍ୟବସାୟ ଓ ଅର୍ଥନୀତି

ଟିକେ ଆଶ୍ୱସ୍ତି! କମିଲା ପେଟ୍ରୋଲ ଓ ଡିଜେଲ ଦର

କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର କାଲି ତୁଳନାରେ ୧୭ ପଇସା କମି ୯୬ ଟଙ୍କା ୩୦ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୭ ପଇସା କମି ୯୪ ଟଙ୍କା ୨୩ ପଇସା ହୋଇଛି ।

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ ଜ୍ଝ ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…

1 hour ago

ମା’ ଝିଅକୁ ବିଲ ମଝିରେ ହତ୍ୟା କଲା ନାବାଳକ

ଭଦ୍ରକ( କେନ୍ୟୁଜ୍‌): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…

4 hours ago

ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର

ପୁରୀ(କେନ୍ୟୁଜ୍‌): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…

5 hours ago

ଖୋଲିଲା ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ

ଭଦ୍ରକ (କେନ୍ୟୁଜ୍‌): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…

5 hours ago

ନନ୍ଦନକାନନ ବୁଲି ସମସ୍ୟା ବୁଝିଲେ ନୂଆ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…

6 hours ago

ନବୀନ ହେଲେ ବିରୋଧୀ ଦଳ ନେତା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…

7 hours ago