ବ୍ୟବସାୟ ଓ ଅର୍ଥନୀତି

ଆଜି କେତେ ରହିଛି ପେଟ୍ରୋଲ ଡିଜେଲ ଦର, ଚେକ୍‌ କରିନିଅନ୍ତୁ

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ଆସିଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୮୬ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୪୬ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

 

KNews Bureau

Recent Posts

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

2 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

16 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

22 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

52 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

59 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago