ସ୍ଥିର ରହିଛି ପେଟ୍ରୋଲ ଦର। କାଲି ଭଳି ଆଜି ମଧ୍ୟ ପେଟ୍ରୋଲ ଦର ଲିଟର ପିଛା ୮୪.୩୪ ଟଙ୍କା ରହିଛି । ଓଡିଶା ରାଜଧାନୀ ଭୁବନେଶ୍ୱରରେ ବି ପେଟ୍ରୋଲ ଲିଟର ପିଛା ରହିଛି ୮୪.୩୪ ଟଙ୍କା। ସେହିପରି ଡିଜେଲ ଲିଟର ପ୍ରତି ପିଛା ରହିଛି ୮୦.୪୬ ଟଙ୍କା।
ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…