ସାମାନ୍ୟ କମିଛି ପେଟ୍ରୋଲ ଡିଜେଲ ଦର। ଗତକାଲି ଅପେକ୍ଷା ଆଜି ସାମାନ୍ୟ ଦର ହ୍ରାସ ପାଇଥିବା ଲକ୍ଷ୍ୟ କରାଯାଉଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଡିଜେଲ ପ୍ରତି ଲିଟର ପିଛା ରହିଛି ୮୪.୩୪ ଟଙ୍କା । ଯେବେକି ସୋମବାର ସକାଳ ସୁଦ୍ଧା ଏହି ଦର 84 ଟଙ୍କା 84 ପଇସା ଥିବା ନେଇ ରେକର୍ଡ ହୋଇଥିଲା | ସେହିପରି ଡିଜେଲ ପ୍ରତି ଲିଟର ପିଛା ରହିଛି ୮୦.୪୬ ଟଙ୍କା।
ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ
ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…