ଆଜି ସୁନା କିଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୪୯,୮୨୦ ଟଙ୍କା ଥିବାବେଳେ, ସେହିପରି ୨୪ କ୍ୟାରେଟ ସୁନା ଦର ୫୦,୮୨୦ଟଙ୍କା ରହିଛି। ଅନ୍ଯପଟେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଆଜି ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୮୭୦ ଟଙ୍କା ଓ ୫୩,୩୧୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୨୦ ଟଙ୍କା ଓ ୫୦,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୮୦୦ ଟଙ୍କା ଓ ୫୪,୩୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୮୭୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୩୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୩୫୦ ଟଙ୍କା ଓ ୫୩,୨୭୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.