ସୁନା ମୂଲ୍ୟ ଆଜି କେତେ ରହିଛି, ଜାଣନ୍ତୁ କମିଛି ନା ବଢ଼ିଛି

ଯଦି ଆପଣ ସୁନା କିଣିବାକୁ ପ୍ଲାନ କରୁଛନ୍ତି ତାହେଲେ ଆମର ଏ ପାଠ୍ୟକ୍ରମରୁ ଜାଣନ୍ତୁ ଆଜିର ତାଜା ଅପଡେଟ। ଯଦି ଆପଣ ପ୍ରତ୍ୟେକ ଦିନ ସୁନା ମୂଲ୍ୟର ନୂଆ ଦାମ୍‌ ଜାଣିବାକୁ ଚାହୁଁଛନ୍ତି ତାହେଲେ ଆମର ଏ ପାଠ୍ୟକ୍ରମକୁ ଫଲୋ କରନ୍ତୁ। ଆଜି ସୁନା ଦରରେ ହୋଇଛି ସାମାନ୍ୟ ପରିବର୍ତ୍ତନ। ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୦୦ ଟଙ୍କା ଓ ୫୨,୩୬୦ ଟଙ୍କା ଛୁଇଁଛି।

 ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୧୫୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୮୦୦ ଟଙ୍କା ଓ ୫୨,୧୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୮୦୦ ଟଙ୍କା ଓ ୫୨,୧୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୯୫୦ ଟଙ୍କା ଓ ୫୨,୩୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୮୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୮୦୦ ଟଙ୍କା ଓ ୫୨,୧୫୦ ଟଙ୍କା ରହିଛି ଅନ୍ୟପଟେ ରୁପା ମୂଲ୍ୟ ବଢ଼ିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୨,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.