ବ୍ୟବସାୟ ଓ ଅର୍ଥନୀତି

ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ଆଜି ବଢ଼ିଛି ନା କମିଛି

ଆଜି ସାମାନ୍ୟ ବୃଦ୍ଧି ପାଇଛି ସୁନା ଦାମ୍‌। ପୁଣିଥରେ ସୁନା ଏବଂ ରୁପା ଦାମ ବଢିବାରେ ଏବଂ କମିବାରେ ଲାଗିଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦଶଗ୍ରାମ୍ ପ୍ରତି ୪୯, ୮୫୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୪, ୩୮୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୯,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୩୭୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୭୦୦ ଟଙ୍କା ଓ ୫୪,୨୨୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୮୫୦ ଟଙ୍କା ଓ ୫୪,୩୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୯,୭୦ ୦ ଟଙ୍କା ଓ ୫୪,୨୨୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୭୦,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Pritiparna

Recent Posts

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

16 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

28 mins ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

1 hour ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago