ପୁଣି ଉପରମୁହାଁ ହେଲା ସୁନା ଓ ରୁପା ଦର, ଜାଣି ନିଅନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ୱର: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ,୪୮,୫୮୦ ଟଙ୍କା ରହିଛି ସେହିପରି ୨୨ କ୍ୟାରେଟ ସୁନା ଦର ,୩୬,୨୦୦ ଟଙ୍କା ଛୁଇଁଛି

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ,୪୮,୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ହଜାର ,୩୬,୨୦୦ ଟଙ୍କାକୁ ପହଞ୍ଚିଛି ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ,୪୮,୫୮୦ ଟଙ୍କା ୨୨ କ୍ୟାରଟେ ମୂଲ୍ୟ ,୩୬,୨୦୦ ଟଙ୍କା ରହିଛି ନୂଆଦିଲ୍ଲୀରେ ୨୪ କ୍ୟାରେଟ ,୪୫,୮୨୦ ଟଙ୍କା ୨୨ କ୍ୟାରଟେ ,୩୬,୩୫୦ ଟଙ୍କା ରହିଛି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ,୫୦,୫୫୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ ମୂଲ୍ୟ ,୩୮,୦୦୦ ଟଙ୍କା ରହିଛି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ,୪୮,୫୮୦ ୨୨ କ୍ୟାରେଟ ମୂଲ୍ୟ ,୩୬,୨୦୦ ଟଙ୍କା ରହିଛି ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ,୬୦,୦୦୦ ଟଙ୍କା ହୋଇଛି

କମେିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ

 Also Read : ଆଜି ହ୍ରାସ ପାଇଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ମୂଲ୍ୟ