ବ୍ୟବସାୟ ଓ ଅର୍ଥନୀତି

ଭୁବନେଶ୍ୱରରେ ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଆଜିର ଆଜିର ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୭୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୬,୫୦୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୧୫୦ ଟଙ୍କା ଓ ୫୭,୮୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୦୦୦ ଟଙ୍କା ଓ ୫୬,୭୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ୍ୟ ମଧ୍ୟ ଆଜି କମ୍ ହୋଇଛି। ଆଜି ରୁପା କିଲୋଗ୍ରାମକୁ ୧୦୦ ଟଙ୍କା କମି ୬୮,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

45 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago