ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ୧୦ ଗ୍ରାମ୍ ପ୍ରତି ସୁନା ଦାମ୍

ଆଜି କମିଛି ସୁନା ଦର । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬, ୬୫୦ ଟଙ୍କା ଓ ୫୦, ୮୯୦ ଟଙ୍କା ହୋଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬, ୩୪୦ କୁ ଖସି ଆସିଛି । ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦, ୫୮୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୬୫୦ ଟଙ୍କା ଓ ୫୦, ୮୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୮୦୦ ଟଙ୍କା ଓ ୫୧, ୦୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୫୦ ଟଙ୍କା ଓ ୫୦, ୮୯୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୨, ୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Barsha

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

11 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

19 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

35 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago