ବ୍ୟବସାୟ ଓ ଅର୍ଥନୀତି

ସୁନା ଓ ରୁପା କିଣିବା ପୂର୍ବରୁ ଜାଣି ରଖିନ୍ତୁ କେତେ ରହିଛି ଆଜିର ଦାମ୍‌

ପ୍ରତ୍ୟେକ ଦିନ ସୁନା ଦାମ୍‌ର ତାଜା ଅପଡେଟ୍‌ ଏଠାରେ ମିଳିବ। ଏଠାରେ ଆପଣ ଓଡିଶା ସମେତ ଦେଶର ପ୍ରମୁଖ ସହରର ସୁନା ଦାମ୍‌ ପ୍ରଥମେ ଜାଣିପାରିବେ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦାମ୍‌ ଗ୍ରାମ୍‌ ପ୍ରତି ୧୪୦ ଟଙ୍କା କମି ୨୨ କ୍ୟାରେଟ୍ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୪୫, ୭୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୯,୯୭୦ ଟଙ୍କା ରହିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୦୦ ଟଙ୍କା କମି ୪୫,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୩୦ ଟଙ୍କା କମି ୪୯,୯୭୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୩୮୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୭୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ଦର କିନ୍ତୁ ବୃଦ୍ଧି ପାଇଛି। ରୁପା କିଲୋଗ୍ରାମ ପ୍ରତି ୪୦୦ ଟଙ୍କା ବଢ଼ି ୬୩,୪୦୦ ଟଙ୍କା ଥିବା ରେକର୍ଡ ହୋଇଛି।

Swagatika

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

25 mins ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

3 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

3 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

4 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

4 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

5 hours ago